The Aska Sugar Industries High School,Nuagam,Aska

  • Home
  • India
  • Aska
  • The Aska Sugar Industries High School,Nuagam,Aska

The Aska Sugar Industries High School,Nuagam,Aska Page Designer - Lingaraj Panda

  Lingaraj Panda  #ଓଁ_ଶାନ୍ତି    🙏🏻😞He always made the classroom brighter with his knowledge and wisdom.ଆମର ଅତିପ୍ରିୟ ବିଜ୍...
15/05/2023

Lingaraj Panda

#ଓଁ_ଶାନ୍ତି 🙏🏻😞

He always made the classroom brighter with his knowledge and wisdom.

ଆମର ଅତିପ୍ରିୟ ବିଜ୍ଞାନ ଓ ଏନସିସି ଶିକ୍ଷକ ଆଉ ଆମ ଗ୍ରହଣ ରେ ନାହାନ୍ତି😢।
ଭଗବାନ ତାଙ୍କ ଆତ୍ମା କୁ ଶାନ୍ତି ରେ ରଖନ୍ତୁ ଏତିକି ଆମର ପ୍ରାର୍ଥନା। ୍ନାଥ ⭕❗⭕

🙏🏻😭

  Lingaraj Panda
27/04/2023

Lingaraj Panda

         Lingaraj Panda
20/07/2022


Lingaraj Panda

07/04/2022

" ଆମ ସମୟର କଥା "

😊😘😜😊😍😍

ସ୍କୁଲ ନିଜେ ନିଜେ ହିଁ ଯିବାକୁ ପଡୁଥିଲା ଚାଲିଚାଲି , କାଁ ଭାଁ ଜଣେ ଦି'ଜଣ ସାଇକେଲରେ ହିଁ ଯାଉଥିଲେ l ବସ୍ ରେ ଛାଡ଼ିବା ପରମ୍ପରା ନଥିଲା l

ସ୍କୁଲ ପଠେଇବା ପରେ କିଛି ଭଲ ମନ୍ଦ ହେଇଯିବ....., ଆମ ବାପା ମାଆ ଏମିତି କେବେ ଚିନ୍ତା ହିଁ କରୁ ନଥିଲେ l ସେମାନଙ୍କୁ କୌଣସି ବିଷୟରେ ଭୟ ବି ନଥିଲା l

🤪 ପାସ / ଫେଲ... କେବଳ ଏତିକି ହିଁ ଆମକୁ ଜଣାଥିଲା.... % ରେ ଆମର କେବେ ସମ୍ବନ୍ଧ ହିଁ ନଥିଲା l

😛 ଟିଉସନ ହେଉଥିଲେ କହିବାକୁ ଲାଜ ଲାଗୁଥିଲା, କାରଣ ଆମକୁ ମୂର୍ଖ / ଗଧ ଭାବିବେ..... 🤣🤣

ବହି ଭିତରେ ଓସ୍ତ ପତର ଓ ମୟୂର ପୁଚ୍ଚ ରଖିଲେ ପାଠ ଭଲ ହେବ ଏମିତି ଧାରଣା ଆମର ଥିଲା ......

☺️☺️ କପଡା ବ୍ୟାଗ... , ଅଖା ବ୍ୟାଗ.... ଏବଂ ପରେ ଟିଣ / ଆଲୁମିନିୟମ ଟ୍ରଙ୍କରେ..... ବହି ଖାତା ନେଇ ସ୍କୁଲ ଯାଉଥିଲୁ l

😁 ପ୍ରତି ବର୍ଷ ନୂଆ କ୍ଲାସକୁ ଯିବା ପୂର୍ବରୁ ବହି ଓ ଖାତାରେ ମୋଟା ମାଟିଆ କାଗଜର ମଲାଟ ମଡ଼ାଇ ନେଉଥିଲୁ..... ଏହି କାମ ଏକ ବାର୍ଷିକ ଉତ୍ସବ ଭଳି ଲାଗୁଥିଲା....

🤗 ବର୍ଷ ସାରିବା ପରେ ବହି ବିକିବା ଏବଂ ନୂଆ କ୍ଲାସ ପାଇଁ ଗତ ବର୍ଷର ପୁରୁଣା ବହି କାହା ଠାରୁ କିଣିବା ପାଇଁ ଆମକୁ ଲାଜ ଲାଗୁନଥିଲା l

🤪 ଆମକୁ ପାଠ ପଢେଇବା ଏକ ବୋଝ ବୋଲି ଆମ ବାପା ମାଆଙ୍କୁ କେବେ ଲାଗୁନଥିଲା l.😞

🥸😎 ସ୍କୁଲରେ ସାର କିମ୍ବା ଦିଦିଙ୍କ ହାତରୁ ମାଡ଼ ଖାଇବା, ସ୍କୁଲ ବାରଣ୍ଡାରେ ଆଣ୍ଠେଇବା , କାନ ଧରି ଏକ ଗୋଡ଼ିକିଆ ଛିଡ଼ାହେବା କଷ୍ଟ ଲାଗୁଥିଲେ ମଧ୍ୟ "ଇଗୋ ପ୍ରୋବ୍ଲେମ " ନଥିଲା..... , ସତ କହିବାକୁ ଗଲେ " ଇଗୋ " କ'ଣ ଆମକୁ ଜଣା ନଥିଲା ........🧐😝

ଘରେ ଆଉ ସ୍କୁଲରେ ମାଡ଼ ଖାଇବା ଆମର ଦୈନିକ ଜୀବନର ଏକ ସାଧାରଣ ଘଟଣା ଥିଲା l
ମାଡ଼ ଦେଲାଵାଲା ଓ ମାଡ଼ ଖାଇବାଵାଲା ଦୁହେଁ ହିଁ ଖୁସିରେ ରହୁଥିଲେ , ମାଡ଼ ଖାଇବାଵାଲା ଏଥିପାଇଁ ଖୁସି ଯେ କାଲି ଠାରୁ ଆଜି ଟିକିଏ କମ ମାଡ଼ ହେଇଛି ଏବଂ ମାଡ଼ ଦେଲାଵାଲା ଏଇଥି ପାଇଁ ଖୁସି ଯେ ଆଜି ପୁଣି ବହେ ଦେଇଛି..... 😀 ......

😜 କାଠ ପଟାରେ ବ୍ୟାଟ ତିଆରି କରି ଜରି ଓ କନାରେ ରବର ଟ୍ୟୁବ ବାନ୍ଧି ବଲ ବନେଇ ଖାଲି ପାଦରେ କ୍ରିକେଟ ଖେଳିବାର ମଜା ଆମକୁ ହିଁ ଜଣା l

ଜଣେ ସାଙ୍ଗକୁ ସାଇକେଲର ଆଗ ଦଣ୍ଡାରେ ଓ ଆଉ ଜଣକୁ ପଛରେ କ୍ୟାରିୟରରେ ବସେଇ ସାଇ ସାଇ କେତେ ବୁଲିଛୁ..... ତା'ର ହିସାବ ନାହିଁ l ସତରେ ସାଇକେଲ ଚଲେଇବା ମଜା ହିଁ ନିଆରା.... ସାଇକେଲ ଚଲେଇବାକୁ ମିଳିଗଲେ ବହୁତ ଖୁସି ଲାଗୁଥିଲା l

😁 ଆମେ କେବେ ହାତ ଖର୍ଚ୍ଚ ( ପକେଟ ମନି ) କେବେ ବି ମାଗିନୁ କିମ୍ବା କେବେ ମଧ୍ୟ ମିଳିନାହିଁ....., ଏଥିପାଇଁ ଆମର ଆବଶ୍ୟକତା ବି ବହୁତ କମ ଥିଲା......, କେବେ କେବେ ଗାଣ୍ଠିଆ, ସେଉ, ବୁଟ ମିକ୍ସଚର କିମ୍ବା ମୁଡୁକି ପାଇଁ ଚାରିଅଣା ( ୨୫ ପଇସା ) ମିଳିଯାଉଥିଲା ତ ବହୁତ ଖୁସି....

ଛୋଟମୋଟ ଆବଶ୍ୟକତା ତ ଘରେ ଯିଏ କେହି ବି ପୂରଣ କରିଦେଉଥିଲେ କାରଣ joint ପରିବାର ଥିଲା.....

😁 ଆମେ .... ଆମର ବାପା ମାଆଙ୍କୁ ଏବେ ଯାଏ ଭି କହି ପାରିଲୁନି କି ଆମେ ତୁମକୁ କେତେ ଭଲ ପାଉଛୁ..... କାରଣ ଆମକୁ I love you କହିବା ଜଣା ହିଁ ନଥିଲା ... 😌

ଆଜି ଆମେ ଦୁନିଆଁରେ ଅନେକ ଧକ୍କା ଏବଂ ଦୁଃଖ କଷ୍ଟ ପାଇ ସଂଘର୍ଷ କରି କରି ଗୋଟିଏ ଯାଗାରେ ଯାଇ ପହଞ୍ଚି ଯାଇଛୁ..... କେତେଜଣଙ୍କୁ ଯିଏ ଯାହା ଚାହୁଁଥିଲା ତାହା ତାଙ୍କୁ ମିଳିଯାଇଛି ଏବଂ ଆଉ କାହାକୁ କିଛି ବି ମିଳିନି..... !

😇 ଆମେ ଦୁନିଆଁର ଯେ କୌଣସି ସ୍ଥାନରେ ବି ରହୁ, କିନ୍ତୁ ଏହା ସତ୍ୟ ଆମେ ବାସ୍ତବିକ ଦୁନିଆଁରେ ବଡ଼ ହେଇଛୁ ଏବଂ ଆମର ବାସ୍ତବିକତା ସହିତ ସାମନା ବାସ୍ତବରେ ହେଇଛି ........

😌 ଆମେ ଭଲ ଥିଲୁ କି ଖରାପ ଥିଲୁ .... ଜଣା ନାହିଁ ...କିନ୍ତୁ ଆମର ବି ଏକ school ସମୟ ଥିଲା , ଆଉ ଠିକ ଥିଲା .🤩🥰.

Lingaraj Panda
07/04/2022

Lingaraj Panda

23/08/2021

ଆମ ବିଦ୍ୟାଳୟ ରେ ଶିକ୍ଷକ ନାହାନ୍ତି..କିନ୍ତୁ ମୁଖ୍ୟମନ୍ତ୍ରୀ ଗଞ୍ଜାମ ରେ କରୁଛନ୍ତି .
ସ୍ମାର୍ଟ କ୍ଲାସ୍ ରୁମ୍.
ASKA

😉😁😜  Lingaraj Panda
08/08/2021

😉😁😜
Lingaraj Panda

23/05/2021

Lingaraj Panda

Happy Teacher's Day 🎉🙏💐
05/09/2020

Happy Teacher's Day 🎉🙏💐

Address

Nuagam
Aska
761111

Opening Hours

Monday 9am - 5pm
Tuesday 9am - 5pm
Wednesday 9am - 5pm
Thursday 9am - 5pm
Friday 9am - 5pm
Saturday 9am - 5pm

Website

Alerts

Be the first to know and let us send you an email when The Aska Sugar Industries High School,Nuagam,Aska posts news and promotions. Your email address will not be used for any other purpose, and you can unsubscribe at any time.

Contact The School

Send a message to The Aska Sugar Industries High School,Nuagam,Aska:

Shortcuts

Share

Category