13/01/2024
ଓଡ଼ିଆ ସାହିତ୍ୟର କଥା ସମ୍ରାଟ, ମହାନ ଔପନ୍ଯାସିକ ବ୍ଯାସକବି ଫକୀର ମୋହନ ସେନାପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରିବା ସହ ନିଜ ସୃଜନସୃଷ୍ଟି ମାଧ୍ୟମରେ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଦିଗରେ ଅତୁଳନୀୟ ଅବଦାନ ପାଇଁ ସେ ସର୍ବଦା ପ୍ରେରଣାର ଉତ୍ସ।
Ghanteswar degree college , ghanteswar