ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟ

  • Home
  • India
  • Dhenkanal
  • ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟ

ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟ Contact information, map and directions, contact form, opening hours, services, ratings, photos, videos and announcements from ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟ, High School, AT/PO/SANTHAPUR PS-GONDIA, Dhenkanal.

29/06/2021
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ  ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶଭୁବନେଶ୍ବର, ତା.12.1.21ଛାତ୍ର ସମାଜର ବୃହତ...
12/01/2021

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମାଟ୍ରିକ ପରୀକ୍ଷା ଫିସ୍ ଛାଡ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ବର, ତା.12.1.21
ଛାତ୍ର ସମାଜର ବୃହତର ସ୍ବାଥ କୁ ଦୃଷ୍ଟିରେ ରଖି
ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବେ।

ସୂଚନାଯୋଗ୍ୟ ଯେ ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାଏ ।

କରୋନା ମହାମାରୀ ପରିପ୍ରେକ୍ଷୀରେ ୨୦୨୦-୨୧ ଶିକ୍ଷା ବର୍ଷ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ଖୋଲାଯାଇଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପାଠ୍ୟକ୍ରମରେ ବିଭିନ୍ନ ବିଷୟରେ ଥିବା ସନ୍ଦେହ ଦୂର କରିବା ପାଇଁ କ୍ଲାସ କରାଯାଉଛି। କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ମଧ୍ୟ ପ୍ରଭାବିତ ହୋଇଛି । ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ।

🙏 ଗଣେଶ ଚତୁର୍ଥୀ ଅବସରରେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ 🙏
22/08/2020

🙏 ଗଣେଶ ଚତୁର୍ଥୀ ଅବସରରେ ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ 🙏

କାର୍ଗିଲ୍ ବିଜୟ ଦିବସ ଅବସରରେ ଶହୀଦ୍ ବୀର ଯବାନ୍ ମାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ । ଏହି ଐତିହାସିକ ବିଜୟ ଦିବସରେ ସାରା ଭାରତବାସୀଙ୍କୁ ଅନେ...
26/07/2020

କାର୍ଗିଲ୍ ବିଜୟ ଦିବସ ଅବସରରେ ଶହୀଦ୍ ବୀର ଯବାନ୍ ମାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳୀ । ଏହି ଐତିହାସିକ ବିଜୟ ଦିବସରେ ସାରା ଭାରତବାସୀଙ୍କୁ ଅନେକ ଅନେକ ଅଭିନନ୍ଦନ।।

🇮🇳🙏..ଜୟ ହିନ୍ଦ..🙏🇮🇳

It's very Hard to believe that Nishikant Nayak (Tutu) (staff of our santhapur h.s)  is no more...It's a great loss for u...
14/06/2020

It's very Hard to believe that Nishikant Nayak (Tutu) (staff of our santhapur h.s) is no more...It's a great loss for us..Rest in peace dear...😭😭😭😭😭

🙏🙏🙏🙏🙏🙏🙏🙏🙏

This is the situation right now after the severe cyclone "Fani" passed through our Odisha.. govt. Hs@
04/05/2019

This is the situation right now after the severe cyclone "Fani" passed through our Odisha..
govt. Hs@

Address

AT/PO/SANTHAPUR PS-GONDIA
Dhenkanal
759016

Alerts

Be the first to know and let us send you an email when ସନ୍ଥପୁର ସରକାରୀ ଉଚ୍ଚ ବିଦ୍ୟାଳୟ posts news and promotions. Your email address will not be used for any other purpose, and you can unsubscribe at any time.

Shortcuts

Share

Category