Viveka Nanda Shiksha Kendra, Brahmabarada , Jajpur

Viveka Nanda Shiksha Kendra, Brahmabarada , Jajpur Contact information, map and directions, contact form, opening hours, services, ratings, photos, videos and announcements from Viveka Nanda Shiksha Kendra, Brahmabarada , Jajpur, Brahmabarada, Jajpur.

22/08/2025
08/11/2024

ଆମ୍ବ ଟାକୁଆ ଖାଇ କନ୍ଧମାଳର ଦୁଇ ଆଦିବାସୀ ମହିଳା ପ୍ରାଣ ହରାଇବା ଅତ୍ୟନ୍ତ ଦୁଃଖଦ କଥା। ଏପରି ଘଟଣା ଦୁଇ ଦଶନ୍ଧି ତଳେ ଦେଖିବାକୁ ମିଳୁଥିଲା। ମାଣ୍ଡିପଙ୍କା ଗାଁର ନିରୀହ ଆଦିବାସୀ ଭାଇଭଉଣୀମାନଙ୍କର ଚାରି ମାସ ଧରି ରାସନ୍ ଚାଉଳ ବନ୍ଦ କାରଣରୁ ଆମ୍ବ ଟାକୁଆ ଖାଇବାକୁ ବାଧ୍ୟ ହୋଇଛନ୍ତି; ଯାହା ଆହୁରି ଦୁଃଖଦାୟକ।

ବିଜୁ ଜନତା ଦଳର ସରକାର ସମୟରେ ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା ସୁନିଶ୍ଚିତ କରି ଏନଏଫଏସଏ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସାରା ଦେଶରେ ଏକ ନମ୍ବର୍ ରାଜ୍ୟ ହୋଇଥିଲା। ଏହାକୁ ଆହୁରି ବ୍ୟାପକ କରିବା ପାଇଁ ଆମେ ସ୍ୱତନ୍ତ୍ର ଭାବେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଲାଗୁ କରିଥିଲୁ। ହେଲେ ଏକ ନମ୍ବର୍ ରାଜ୍ୟ ଭାବେ କେନ୍ଦ୍ର ସରକାରଙ୍କଠାରୁ ସମ୍ମାନିତ ହେବାରୁ ଆସି ଆଜି ଏପରି ସ୍ଥିତିରେ ପହଞ୍ଚିବା ଅତ୍ୟନ୍ତ ଦୁଃଖଦ ଓ ଦୁର୍ଭାଗ୍ୟଜନକ।

17/11/2022
28/12/2021

Happy New year to all the dear students and Guardians as well as all the Staff of V. S. K Brahmabarada. 🌹🌹🌹💕

Address

Brahmabarada
Jajpur
755005

Opening Hours

Monday 7am - 11pm
11am - 4am
Tuesday 7am - 4pm
Wednesday 7am - 4pm
Thursday 7am - 4pm
Friday 7am - 4pm
Saturday 7am - 1pm

Telephone

+919437442978

Alerts

Be the first to know and let us send you an email when Viveka Nanda Shiksha Kendra, Brahmabarada , Jajpur posts news and promotions. Your email address will not be used for any other purpose, and you can unsubscribe at any time.

Contact The School

Send a message to Viveka Nanda Shiksha Kendra, Brahmabarada , Jajpur:

Shortcuts

Share