UP School, Purusottampur - ପୁରୁଷୋତ୍ତମପୁର

UP School, Purusottampur - ପୁରୁଷୋତ୍ତମପୁର

Share

Contact information, map and directions, contact form, opening hours, services, ratings, photos, videos and announcements from UP School, Purusottampur - ପୁରୁଷୋତ୍ତମପୁର, School, UP School, Keonjhar.

Photos from UP School, Purusottampur - ପୁରୁଷୋତ୍ତମପୁର's post 05/12/2021

1st class to 5th class corridor

#ପୁରୁଷୋତ୍ତମପୁର

27/11/2021

ପ୍ରଥମାଷ୍ଟମୀ (ଅଥବା ପଢୁଆଁଷ୍ଟମୀ, ପୋଢୁଆଁଷ୍ଟମୀ) ମାର୍ଗଶିର ମାସ କୃଷ୍ଣ ପକ୍ଷର ଅଷ୍ଟମୀ ତିଥି ଦିନ ପାଳନ କରାଯାଏ I ଏହା ଓଡ଼ିଶାର ଏକ ପାରମ୍ପରିକ ପର୍ବ । ଏହା ସୌଭାଗିନୀ ଅଷ୍ଟମୀ, କାଳ ଭୈରବାଷ୍ଟମୀ ବା ପାପ-ନାଶିନୀ ଅଷ୍ଟମୀ ଭାବେ ମଧ୍ୟେ ନାମିତ ।ଅତୀତରେ, ମାର୍ଗଶିର ମାସକୁ ବର୍ଷର ଆଦ୍ୟ ମାସ ବା ପ୍ରଥମ ମାସ ବୋଲି ଗଣନା କରାଯାଇ, ଏହି ମାସରୁ ବର୍ଷାରମ୍ଭ ହେଉଥିଲା । ତେଣୁ ବର୍ଷର ପ୍ରଥମ ମାସର ପ୍ରଥମ ଅଷ୍ଟମୀକୁ ପ୍ରଥମାଷ୍ଟମୀ ବୋଲି କୁହାଯାଇଅଛି । ଏ ଦିନ ବଂଶର ପ୍ରଥମ ଜାତ ସନ୍ତାନ (ପୁଅ ବା ଝିଅ)ଙ୍କୁ ନୂଆ ପୋଷାକ ପିନ୍ଧାଇ, ବନ୍ଦାପନା କରାଯାଏ I ଏହା ଭୁବନେଶ୍ୱର ଲିଙ୍ଗରାଜ ମହାପ୍ରଭୁଙ୍କର ଗୋଟିଏ ଯାତ୍ରା ଦିବସ ।ଏହିଦିନ ପରିବାରର ଜ୍ୟେଷ୍ଠ ସନ୍ତାନର ସୁଖ ସମୃଦ୍ଧି ଓ ଦୀର୍ଘଜୀବନ ପାଇଁ ପୂଜାବିଧି ଅନୁଷ୍ଠିତ ହୋଇଥାଏ । ଏହି ଦିନ ସେମାନଙ୍କର ଦୀର୍ଘଜୀବନ କାମନା କରି ମାଆମାନେ ଷଠୀ ଦେବୀଙ୍କର ପୂଜା ଅର୍ଚ୍ଚନା କରିଥାନ୍ତି । ପଞ୍ଚପଲ୍ଲବ ଓ ପଞ୍ଚଶସ୍ୟରେ କଳସପୂଜା ଓ ବରୁଣ ପୂଜା ହୋଇଥାଏ । ଓଡ଼ିଆ ପରମ୍ପରା ଅନୁଯାୟୀ ପ୍ରଥମାଷ୍ଟମୀ ଦିନ ଘରର ଜ୍ୟେଷ୍ଠ ସନ୍ତାନ ସେ କନ୍ୟା ହେଉ କି ପୁତ୍ର ତାକୁ ସ୍ନାନାନ୍ତେ ନୂତନ ବସ୍ତ୍ର ପିନ୍ଧାଇ ଦିଅଁଙ୍କ ଆଗରେ ପିଢ଼ା ଉପରେ ବସାଇ ଦୁଇ କାନରେ ଫୁଲ ଓ ମୁଣ୍ଡରେ ଚନ୍ଦନ ଲଗାଇ ଦୁବ, ବରକୋଳି ପତ୍ର ଓ ହଳଦୀମିଶା ଚାଉଳ ମିଶାଇ ସେଥିରେ ମା’ ମାନେ ତାଙ୍କୁ ବନ୍ଦାପନା କରନ୍ତି । ବନ୍ଦାପନା ପରେ ଜ୍ୟେଷ୍ଠ ସନ୍ତାନ ଷଠୀ ଦେବୀଙ୍କୁ ମୁଣ୍ଡିଆ ମାରିବା ସହିତ ପିତାମାତାଙ୍କୁ ଓ ଗୁରୁଜନଙ୍କୁ ମୁଣ୍ଡିଆ ମାରି ଆଶୀର୍ବାଦ ଭିକ୍ଷା କରନ୍ତି । ପରିବାରର ଜ୍ୟେଷ୍ଠ ପୁତ୍ର ବା ଜ୍ୟେଷ୍ଠା କନ୍ୟାର ନବ ବସ୍ତ୍ର ପରିଧାନ ଓ ବନ୍ଦାପନା ହେବାର ଏହି ବିଶେଷ ବିଧିକୁ ‘ପଢୁଆଁ ହେବା’ କହିଥାନ୍ତି I ‘ପଢୁଆଁ’ ଶବ୍ଦଟି ‘ପ୍ରଥମା’ର ଅପଭ୍ରଂଶ ।
ପ୍ରଥମାଷ୍ଟମୀର ଅନ୍ୟ ନାମ ‘ସୌଭାଗିନୀ ଅଷ୍ଟମୀ’ । ପୂର୍ବେ ଏହିଦିନ ସୌଭାଗିନୀ ଦେବୀଙ୍କର ପୂଜା ସମ୍ଭବତଃ ପ୍ରଚଳିତ ଥିଲା । କୃଷକ ସନ୍ତାନ ଲାଭ କରିଛି ଏବଂ ଶସ୍ୟ ମଧ୍ୟ ପାଇଛି କିମ୍ବା ଶସ୍ୟ ରୂପକ ସନ୍ତାନ ମଧ୍ୟ ସେ ଲାଭ କରିଛି- ଏହା ଅତ୍ୟନ୍ତ ସୌଭାଗ୍ୟର କଥା । କୃଷକର ମନ ଏଥିଲାଗି ଆନନ୍ଦିତ ଓ ଉଲ୍ଲସିତ । ସେ ଅତି ଆନନ୍ଦରେ ଏହି ତିଥିକୁ ସୌଭାଗିନୀ ଅଷ୍ଟମୀ ରୂପେ ପାଳି ଆସିଛି । ଏହି ପ୍ରଥମାଷ୍ଟମୀକୁ ‘କାଳ ଭୈରବାଷ୍ଟମୀ’ ମଧ୍ୟ କୁହାଯାଏ ।[୧୦] ଏହିଦିନ କାଳ ଭୈରବଙ୍କର ବ୍ରତ [୧୧]ଓ ପୂଜାର ପ୍ରଚଳନ ଥିଲା । ଏବେ ଏହିପୂଜା ଲୁପ୍ତ । ସ୍କନ୍ଧ ପୁରାଣର କୋଶୀଖଣ୍ଡରେ ଉଲ୍ଲେଖ ଅଛି, ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ କାଳଭୈରବୀଙ୍କ ନିକଟରେ ବ୍ରତ, ଉପବାସ ଓ ଜାଗରଣ ଆଦି ସମ୍ପାଦନ କଲେ ପ୍ରାଣୀମାନେ ସର୍ବପାପରୁ ମୁକ୍ତ ହୁଅନ୍ତି ।

💥💥💥💥💥

#ପୁରୁଷୋତ୍ତମପୁର

15/11/2021
Photos from UP School, Purusottampur - ପୁରୁଷୋତ୍ତମପୁର's post 12/11/2021

କୁଳି (ବରକୋଳି)..!!!
#ପୁରୁଷୋତ୍ତମପୁର

Photos from UP School, Purusottampur - ପୁରୁଷୋତ୍ତମପୁର's post 11/11/2021

ଗେଣ୍ଡୁ ଫୁଲ
#ପୁରୁଷୋତ୍ତମପୁର

09/11/2021

Kya kehna!! 🙊

05/11/2021

ଢ଼ୀଙ୍ଗ-ମାନି ବୁଲି ବୁଲି ଥକି ଗଲଣି କି ଗୋ!! ନାଇଁ ତ ଆସ ଆମର ସାଙ୍ଗେ ବୁଲିବ 🥳🥳

#ବନ୍ଦନା_ପର୍ବ
#ପୁରୁଷୋତ୍ତମପୁର

Photos from UP School, Purusottampur - ପୁରୁଷୋତ୍ତମପୁର's post 27/10/2021

Chalo School Jiba 🏃 khelo kudo sarila

Want your school to be the top-listed School/college in Keonjhar?

Click here to claim your Sponsored Listing.

Location

Category

Address


UP School
Keonjhar
758047

Opening Hours

Monday 9am - 5pm
Tuesday 9am - 5pm
Wednesday 9am - 5pm
Thursday 9am - 5pm
Friday 9am - 5pm
Saturday 9am - 5pm